Verse of the day
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି, ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
2 Thessalonians 2:16